ସ୍ବାଧୀନତା ସଂଗ୍ରାମୀ ପଦ୍ମଶ୍ରୀ ଭବାନୀ ପଟ୍ଟନାୟକଙ୍କ ବିୟୋଗ

ସ୍ବାଧୀନତା ସଂଗ୍ରାମୀ ପଦ୍ମଶ୍ରୀ ଭବାନୀ ପଟ୍ଟନାୟକଙ୍କ ବିୟୋଗ

#ପଦ୍ମଶ୍ରୀ_ଭବାନୀ_ପଟ୍ଟନାୟକଙ୍କ_ବିୟୋଗ            ଭୁବନେଶ୍ବର : ବର୍ଷିୟାନ ସ୍ୱାଧୀନତା ସଂଗ୍ରାମୀ ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକ ଆଉ ନାହାନ୍ତି । ୩ ଦିନ ତଳେ ନିଜର ୯୯ତମ ଜନ୍ମଦିବସ ପାଳନ କରିଥିବା ଭବାନୀଚରଣ ପଟ୍ଟନାୟକ ଆଜି କ୍ୟାପିଟାଲ ହସପିଟାଲରେ ଆଖି ବୁଜିଛନ୍ତି । ଦୁଇଦିନ ହେଲା ସେ ସାମାନ୍ୟ ଅସୁସ୍ଥ ଥିଲେ । ଆଜି ତାଙ୍କ ସ୍ବାସ୍ଥ୍ୟବସ୍ଥାରେ ଟିକିଏ ଅବନତି ଘଟିବାରୁ ତାଙ୍କୁ ଆମ୍ବୁଲାନ୍ସରେ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲା । ସେଠାରେ ତାଙ୍କର ପରଲୋକ ଘଟିଥିବା ସୂଚନା ମିଳିଛି । […]

Continue Reading