ପରଲୋକରେ ନାଟ୍ୟକାର ବିଜୟ ମିଶ୍ର

ପରଲୋକରେ ନାଟ୍ୟକାର ବିଜୟ ମିଶ୍ର

#ପରଲୋକରେ_ନାଟ୍ୟକାର_ବିଜୟ_ମିଶ୍ର                      ଭୁବନେଶ୍ୱର : ବିଶିଷ୍ଟ ନାଟ୍ୟକାର ତଥା କାହାଣୀକାର, ଚିତ୍ରନାଟ୍ୟ ଲେଖକ ଓ ସଂଳାପକାର ବିଜୟ ମିଶ୍ରଙ୍କର ପରଲୋକ ହୋଇଯାଇଛି । ରବିବାର ଦିନ ଭୁବନେଶ୍ୱରସ୍ଥିତ ଏକ ଘରୋଇ ନର୍ସିଂହୋମରେ  ୮୩ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ସ୍ୱର୍ଗତ ମିଶ୍ର ୫୦ରୁ ଅଧିକ ଓଡ଼ିଆ ଚଳଚ୍ଚିତ୍ର ଏବଂ ବହୁ ଟେଲି ଧାରାବାହିକରେ ସଂଳାପ ରଚନା କରିଛନ୍ତି । ୧୯୭୨ ମସିହାରେ ସେ ଯାଯାବର ଚଳଚ୍ଚିତ୍ର […]

Continue Reading