ପୁଣି ସୁସ୍ଥ ହେଲେ ୩୧, ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ହେଲା ୧୧୬

ପୁଣି ସୁସ୍ଥ ହେଲେ ୩୧, ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ହେଲା ୧୧୬

#ପୁଣି_ସୁସ୍ଥ_ହେଲେ_୩୧        ଭୁବନେଶ୍ୱର: ରାଜ୍ୟର ୩୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସମସ୍ତେ ଯାଜପୁର ଜିଲ୍ଲାର ବୋଲି ଜଣାଯାଇଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏଥି ସହ ରାଜ୍ୟରେ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୧୬ରେ ପହଞ୍ଚିଛି । ଯାଜପୁର ଜିଲ୍ଲାରେ ଏଯାଏଁ ମୋଟ ୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିରୁ ୩୩ ଜଣ ସୁସ୍ଥ ହୋଇଥିବା ବେଳେ […]

Continue Reading