ପୁଣି ୨ କରୋନା ଆକ୍ରାନ୍ତ ଚିହ୍ନଟ

ପୁଣି ୨ କରୋନା ଆକ୍ରାନ୍ତ ଚିହ୍ନଟ

#ପୁଣି_୨_କରୋନା_ଆକ୍ରାନ୍ତ_ଚିହ୍ନଟ        ଭୁବନେଶ୍ବର : ରାଜ୍ୟରେ ପୁଣି ଦୁଇ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ କରି ଏସମ୍ପର୍କରେ ସୂଚନା ଦିଆଯାଇଛି। ପ୍ରଥମ ଥର ରାଜ୍ୟର କରୋନା ମାନଚିତ୍ରରେ ସାମିଲ ହୋଇଛି ଢେଙ୍କାନାଳ । ଢ଼େଙ୍କାନାଳ ସହରରୁ ଜଣେ ୫୧ ବର୍ଷୀୟ ମହିଳା କରୋନା ଆକ୍ରାନ୍ତ ହୋଇଥିବା  ଜଣାପଡ଼ିଛି। ଏହାଛଡା ପଶ୍ଚିମବଙ୍ଗର ମେଦିନା ପୁରରୁ ଆସି ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଜଣେ ୬୯ ବର୍ଷିୟ […]

Continue Reading