ରାଜ୍ୟରେ ପୁଣି ୫ କରୋନା ପଜିଟିଭ୍ , ଆକ୍ରାନ୍ତଙ୍କ ସଂଖ୍ୟା ୬୦କୁ ବୃଦ୍ଧି

ରାଜ୍ୟରେ ପୁଣି ୫ କରୋନା ପଜିଟିଭ୍ , ଆକ୍ରାନ୍ତଙ୍କ ସଂଖ୍ୟା ୬୦କୁ ବୃଦ୍ଧି

 #ପୁଣି_୫_କରୋନା_ପଜିଟିଭ୍         ଭୁବନେଶ୍ୱର  : ରାଜ୍ୟରେ ପୁଣି ୫ ଜଣ “କରୋନା’ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ଯାଜପୁର ଜିଲ୍ଲାର ହୋଇଥିବାବେଳେ ଅନ୍ୟ ୪ ଜଣ ଭୁବନେଶ୍ୱରର । ଏହାସହ ସଂକ୍ରମିତଙ୍କ ସଂଖ୍ୟା ୬୦କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ କୁମାର ମହାପାତ୍ର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ସୂଚୀନା ଅନୁଯାୟୀ ଆକ୍ରାନ୍ତଙ୍କ ମଧ୍ୟରେ ଯାଜପୁରର ୬୧ ବର୍ଷୀୟ ପୁରୁଷ ରହିଛନ୍ତି । ଅନ୍ୟ ୪ ଟି କେସ୍ ମଧ୍ୟରୁ […]

Continue Reading