#ପୂର୍ବତନ_ବିଧାୟକ_ବିଜୟ_ନାୟକଙ୍କ_ପରଲୋକ

ପୂର୍ବତନ ବିଧାୟକ ବିଜୟ ନାୟକଙ୍କ ପରଲୋକ

#ପୂର୍ବତନ_ବିଧାୟକ_ବିଜୟ_ନାୟକଙ୍କ_ପରଲୋକ   ଜଗତସିଂହପୁର : (ମହେଶ୍ବର ତ୍ରିପାଠୀ) ପୂର୍ବତନ  କଂଗ୍ରେସ ବିଧାୟକ ବିଜୟ କୁମାର ନାୟକଙ୍କର ଆଜି ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ହୋଇଥିଲା। ଶ୍ରୀ ନାୟକ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ସେଥିପାଇଁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳ ୯ଟା ୪୫ ମିନିଟ୍‌ରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। ଜଗତସିଂହପୁର ଜିଲ୍ଲାର ଏରସମା ବ୍ଲକ୍ ଅନ୍ତର୍ଗତ ଗୋବିନ୍ଦପୁର ଗାଁରେ […]

Continue Reading