ପ୍ରଣବ ପ୍ରକାଶ ଦାସଙ୍କୁ ମିଳିଲା ନୂଆ ଦାୟିତ୍ୱ

ପ୍ରଣବ ପ୍ରକାଶ ଦାସଙ୍କୁ ମିଳିଲା ନୂଆ ଦାୟିତ୍ୱ

#ପ୍ରଣବ_ପ୍ରକାଶ_ଦାସଙ୍କୁ_ମିଳିଲା_ନୂଆ_ଦାୟିତ୍ୱ  ଭୁବନେଶ୍ବର: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମଦିନରେ ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କୁ ମିଳିଛି ନୂଆ ଦାୟିତ୍ୱ । ସେ ବିଜୁ ଜନତା ଦଳର ସାଂଗଠନିକ ସଂପାଦକ ନିଯୁକ୍ତ ହୋଇଛନ୍ତି। ଏଣିକି ବିଜେଡିର ସବୁ ସଙ୍ଗଠନର ଇନଚାର୍ଜ ରହିବେ ପ୍ରଣବ । ବିଜୁ ଜୟନ୍ତୀରେ ବିଜେଡି ଅଫିସରେ ଦଳର ସୁପ୍ରିମୋ ଆଜି ଏହି ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ୨୦୧୪ ଓ ୨୦୧୯ ସାଧାରଣ ନିର୍ବାଚନ ଏବଂ  ବିଜେପୁର ଓ ପାଟକୁରା ଉପନିର୍ବାଚନରେ […]

Continue Reading