ପ୍ରତ୍ୟେକଙ୍କ ଜୀବନ ବଞ୍ଚାଇବା ସରକାରଙ୍କ ପ୍ରାଥମିକତା : ପ୍ରଧାନମନ୍ତ୍ରୀ

ପ୍ରତ୍ୟେକଙ୍କ ଜୀବନ ବଞ୍ଚାଇବା ସରକାରଙ୍କ ପ୍ରାଥମିକତା : ପ୍ରଧାନମନ୍ତ୍ରୀ

#ପ୍ରତ୍ୟେକଙ୍କ_ଜୀବନ_ବଞ୍ଚାଇବା_ସରକାରଙ୍କ_ପ୍ରାଥମିକତା               ନୂଆଦିଲ୍ଲୀ  : ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ ଏକ ଭିଡିଓ କନଫରେନ୍ସ ମାଧ୍ୟମରେ ବୁଧବାର ସଂସଦର ବିଭିନ୍ନ ରାଜନୈତିକ ଦଳ ନେତାମାନଙ୍କ ସହ ଆଲୋଚନା କରିଛନ୍ତି । ସମଗ୍ର ବିଶ୍ୱ ବର୍ତ୍ତମାନ କୋଭିଡ-୧୯ର ଜଟିଳ ପରିସ୍ଥିତି ସାମନା କରୁଛି । ବର୍ତ୍ତମାନର ପରିସ୍ଥିତି ମାନବ ଜାତିର ଇତିହାସକୁ ମଧ୍ୟ ପରିବର୍ତ୍ତନ କରିଦେଇପାରେ । ଏହାକୁ ପ୍ରତିହତ କରିବା ପାଇଁ ଆମକୁ ସର୍ବବିଧ ଉଦ୍ୟମ କରିବାକୁ ହେବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି । ରାଜ୍ୟ ସରକାରଗୁଡିକ କେନ୍ଦ୍ର ସହ […]

Continue Reading