କୁକୁଡ଼ା ଚିଆଁ ଉତ୍ପାଦନ କେନ୍ଦ୍ରକୁ ଜୁଲାଇ ୩୧ ତାରିଖ ସୁଦ୍ଧା କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ

କୁକୁଡ଼ା ଚିଆଁ ଉତ୍ପାଦନ କେନ୍ଦ୍ରକୁ ଜୁଲାଇ ୩୧ ତାରିଖ ସୁଦ୍ଧା କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ

#ପ୍ରାଣୀ_ସମ୍ପଦ_ମାଧ୍ୟମରେ_ଚାଷୀମାନଙ୍କ_ଆୟ_ବୃଦ୍ଧି_କରାଯାଇ_ପାରିବ                 ଭୁବନେଶ୍ୱର   : କୋଭିଡ-୧୯ ପରିସ୍ଥିତିରେ ଚାଷୀଙ୍କ ଆୟ ବୃଦ୍ଧି ସହିତ ପୁଷ୍ଟିକର ଖାଦ୍ୟ ଯୋଗାଣ ଦିଗରେ ପ୍ରାଣୀ ସମ୍ପଦ ବିଭାଗର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ବିଭାଗ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ସମସ୍ତ ଯୋଜନା ଓ ପ୍ରକଳ୍ପଗୁଡ଼ିକୁ ତ୍ୱରାନ୍ୱିତ କରିବା ପାଇଁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡଃ ଅରୁଣ କୁମାର ସାହୁ ନିର୍ଦ୍ଦେଶ ଦେଇଛନ୍ତି । ଆଜି ଲୋକ ସେବା ଭବନଠାରେ ପ୍ରାଣୀ […]

Continue Reading