କ୍ୟାବିନେଟର ଗୁରୁତ୍ତ୍ବପୂର୍ଣ୍ଣ ନିଷ୍ପତ୍ତି : ‘ବନ୍ଦେ ଉତ୍କଳ ଜନନୀ'କୁ ମିଳିଲା ରାଜ୍ୟ ସଙ୍ଗୀତ ମାନ୍ୟତା

କ୍ୟାବିନେଟର ଗୁରୁତ୍ତ୍ବପୂର୍ଣ୍ଣ ନିଷ୍ପତ୍ତି : ‘ବନ୍ଦେ ଉତ୍କଳ ଜନନୀ’କୁ ମିଳିଲା ରାଜ୍ୟ ସଙ୍ଗୀତ ମାନ୍ୟତା

#‘ବନ୍ଦେ_ଉତ୍କଳ_ଜନନୀ’କୁ_ମିଳିଲା_ରାଜ୍ୟ_ସଙ୍ଗୀତ_ମାନ୍ୟତା          ଭୁବନେଶ୍ୱର :  କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ରଚିତ “ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତର ମାନ୍ୟତା ମିଳିଛି । ରବିବାର ଦିନ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ର ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏହି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଏନେଇ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ମନ୍ତ୍ରୀ ଶ୍ରୀ ଆରୁଖ କହିଛନ୍ତି ଯେ , “ବନ୍ଦେ ଉତ୍କଳ ଜନନୀ ହେଉଛି ଓଡ଼ିଆ ଜାତିର […]

Continue Reading