ବାଚସ୍ପତିଙ୍କ ରୁଲିଂକୁ ନେଇ ଗୃହ ୯ଥର ମୁଲତବୀ, ସନ୍ଧ୍ୟାରେ ସ୍ୱାଭାବିକ

#ବାଚସ୍ପତିଙ୍କ_ରୁଲିଂକୁ_ନେଇ_ଗୃହ_୯ଥର_ମୁଲତବୀ    ଭୁବନେଶ୍ୱର : ବିଧାନସଭା ଅଧିବେଶନର ଆଜି ଦ୍ୱିତୀୟ ଦିନର ଆରମ୍ଭରୁ ଗୃହରେ ବାଚସ୍ପତିଙ୍କ ରୁଲିଂକୁ ନେଇ ବିରୋଧୀ ଦଳର ହଟ୍ଟଗୋଳ ଗୃହକାର୍ଯ୍ୟ ବାରମ୍ବାର ବାଧାପ୍ରାପ୍ତ ହୋଇଥିଲା। ଗୃହ ଆଜି ୯ଥର ମୁଲତବୀ ହେବାପରେ ଅପରାହ୍ନରେ ସର୍ବଦଳୀୟ ବୈଠକରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ନିଜର ରୁଲିଂ କେବଳ ଗୋଟିଏ ଦିନ ପାଇଁ ଉଦ୍ଦିଷ୍ଟ ଥିଲା ବୋଲି ସ୍ପଷ୍ଟ କରିବାପରେ ସନ୍ଧ୍ୟାରେ ଗୃହକାର୍ଯ୍ୟ ସ୍ୱାଭାବିକ ହୋଇଛି। ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଆଗତ ହୋଇଥିବା ଧନ୍ୟବାଦ ପ୍ରସ୍ତାବ ଉପରେ ଆଲୋଚନା […]

Continue Reading