ଭାରତରେ ଦ୍ୱିତୀୟ ମୁଣ୍ଡ ନେଲା କରୋନା

ଭାରତରେ ଦ୍ୱିତୀୟ ମୁଣ୍ଡ ନେଲା କରୋନା

#ଭାରତରେ_ଦ୍ୱିତୀୟ_ମୁଣ୍ଡ_ନେଲା_କରୋନା     ନୂଆଦିଲ୍ଲୀ: ମହାମାରୀ କରୋନା ଭାଇରସ ଭାରତରେ ପୁଣିଥରେ ଜଣଙ୍କ ମୁଣ୍ଡ ନେଇଛି। ଦିଲ୍ଲୀର ଜନକପୁରୀର ଜଣେ ୬୯ ବର୍ଷୀୟ ବୃଦ୍ଧା କରୋନାରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଥିବା ଖବର ସାମ୍ନାକୁ ଆସିଛି। ସେ କରୋନାରେ ଆକ୍ରାନ୍ତ ହୋଇ ଦିଲ୍ଲୀର ଆରଏମଏଲ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ତେବେ ଆଜି ସନ୍ଧ୍ୟାରେ ତାଙ୍କର ମୃତ୍ୟୁ ଘଟିଛି। ଭାରତରେ କରୋନାରେ ଦ୍ୱିତୀୟ ମୁଣ୍ଡ ଗଡ଼ିଥିବା ବେଳେ ଦିଲ୍ଲୀରେ ଏହା ପ୍ରଥମ ଘଟଣା। ପ୍ରାଣ ହରାଇଥିବା ମହିଳାଙ୍କ ଉକ୍ତ ରକ୍ତଚାପ ଓ […]

Continue Reading