ଭାରତରେ ୧୦ କରୋନା ହଟସ୍ପଟ ଚିହ୍ନଟ

ଭାରତରେ ୧୦ କରୋନା ହଟସ୍ପଟ ଚିହ୍ନଟ

#ଭାରତରେ_୧୦_କରୋନା_ହଟସ୍ପଟ_ଚିହ୍ନଟ   ନୂଆଦିଲ୍ଲୀ: କରୋନା ଭାଇରସର ମୁକାବିଲା ପାଇଁ ସରକାରୀ ସ୍ତରରେ ସବୁ ପ୍ରକାରର ଉଦ୍ୟମ କରାଯାଉଛି। ଏହା ସତ୍ତ୍ୱେ ଗତ ୨୪ ଘଣ୍ଟାରେ ୩୮୮ ଜଣଙ୍କ ଶରୀରରେ କରୋନା ଭୂତାଣୁ ଠାବ ହୋଇଛି। ଫଳରେ ଦେଶରେ ୧୬୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ ୩୮ ଜଣଙ୍କ ମୃତ୍ୟୁ ଘଟିଛି। ଏନେଇ ଆସି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।କରୋନା ସଂକ୍ରମଣକୁ ରୋକିବା ପାଇଁ ଭାରତ ସରକାର ୧୦ଟି ‘ହଟସ୍ପଟ୍’ ଉପରେ […]

Continue Reading