ଭୁବନେଶ୍ୱରରୁ ପୁଣି ୧୩ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱରରୁ ପୁଣି ୧୩ କରୋନା ପଜିଟିଭ୍ ଚିହ୍ନଟ

#ଭୁବନେଶ୍ୱରରୁ_ପୁଣି_୧୩_କରୋନା_ପଜିଟିଭ୍_ଚିହ୍ନଟ           ଭୁବନେଶ୍ୱର    :  ରାଜଧାନୀ ଭୁବନେଶ୍ୱରରୁ ଗୁରୁବାର ଦିନ ଆଉ ୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୮ଜଣ ହୋମ୍ କ୍ୱାରେଂଟାଇନରୁ ଚିହ୍ନଟ ଥିବା ବେଳେ ୫ଜଣ ଲୋକାଲ କେସ୍ ରହିଛନ୍ତି । ଏଥିସହ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୪୫କୁ ବୃଦ୍ଧି ପାଇଛି । ଅନ୍ୟପକ୍ଷରେ ଗୋଟିଏ ଦିନରେ ଆଉ ୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ଟ୍ୱିଟ୍ କରି […]

Continue Reading
ଚର୍ଚ୍ଚାକୁ ଫେରିଲା ରାଜଧାନୀ, ଭୁବନେଶ୍ୱରରୁ ପୁଣି ୧୩ କରୋନା ପଜିଟିଭ୍ ଚିହ୍ନଟ

ଚର୍ଚ୍ଚାକୁ ଫେରିଲା ରାଜଧାନୀ, ଭୁବନେଶ୍ୱରରୁ ପୁଣି ୧୩ କରୋନା ପଜିଟିଭ୍ ଚିହ୍ନଟ

#ଭୁବନେଶ୍ୱରରୁ_ପୁଣି_୧୩_କରୋନା_ପଜିଟିଭ୍_ଚିହ୍ନଟ         ଭୁବନେଶ୍ୱର     :  ପୁଣି ରାଜଧାନୀ ଫେରିଲା ଚର୍ଚ୍ଚାକୁ । ଶୁକ୍ରବାର ଭୁବନେଶ୍ୱରରୁ ଆଉ ୧୩ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୩ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ  ୭ଜଣ ସଙ୍ଗରୋଧରେ ରହିଥିବା ବେଳେ ୬ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଥିବା ଜଣା ପଡିଛି। ସଂକ୍ରମିତଙ୍କ ମଧ୍ୟରେ  ୟୁନିଟ-୪ ଅଞ୍ଚଳରୁ ୨ଟି ସ୍ଥାନୀୟ ମାମଲା ଚିହ୍ନଟ ହୋଇଥିବା ବେଳେ ଡୁମୁଡୁମା, ସାଲିଆସାହି,  ଆଇଗିଣିଆ ଓ ଲକ୍ଷ୍ମୀସାଗରରୁ ଜଣେ ଲେଖାଏଁ ସଂକ୍ରମିତ  ଚିହ୍ନଟ ହୋଇଛନ୍ତି ବୋଲି ଶୁକ୍ରବାର ଭୁବନେଶ୍ୱର […]

Continue Reading