ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ କଲେ ଅମିତ ଶାହ

ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ କଲେ ଅମିତ ଶାହ

#ମହାପ୍ରଭୁ_ଶ୍ରୀଲିଙ୍ଗରାଜଙ୍କୁ_ଦର୍ଶନ_କଲେ_ଅମିତ_ଶାହ     ଭୁବନେଶ୍ୱର: ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ  ଆଜି ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଛନ୍ତି । ତାଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡ଼ଙ୍ଗୀ ଓ ପ୍ରହ୍ଲାଦ ସିଂହ ପଟେଲ ମଧ୍ୟ ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ କରିଛନ୍ତି। ଏହାଛଡ଼ା ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି, ଭୁବନେଶ୍ୱର ଲୋକସଭା ସାଂସଦ ଅପରାଜିତା ଷଡ଼ଙ୍ଗୀ, କଳାହାଣ୍ଡି ଲୋକସଭା ସାଂସଦ ବସନ୍ତ ପଣ୍ଡା, ବିରୋଧୀ ଦଳ ନେତା ପ୍ରଦୀପ୍ତ […]

Continue Reading