ମାର୍ଚ୍ଚ ୩ରୁ +୨ ପରୀକ୍ଷା

ମାର୍ଚ୍ଚ ୩ରୁ +୨ ପରୀକ୍ଷା

#ମାର୍ଚ୍ଚ_୩ରୁ_+୨_ପରୀକ୍ଷା   ଭୁବନେଶ୍ୱର : ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା ଶୃଙ୍ଖଳିତ କରିବାକୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଆସନ୍ତା ମାର୍ଚ୍ଚ ୩ରୁ ପରୀକ୍ଷା ଆରମ୍ଭ ହେବ। ତେବେ ଏପ୍ରିଲ ପ୍ରଥମ ସପ୍ତାହରୁ ଯୁକ୍ତ ଦୁଇ ଖାତା ଦେଖା ଆରମ୍ଭ ହେବ। ମେ ଶେଷ ସପ୍ତାହରେ ବିଜ୍ଞାନ ଓ ଜୁନ ପ୍ରଥମ ସପ୍ତାହରେ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ଫଳ ପ୍ରକାଶ ପାଇଁ ପଦକ୍ଷେପ ନିଆଯାଉଛି। ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ […]

Continue Reading