କରୋନା : ମାର୍ଚ୍ଚ ୩୦ ଯାଏଁ ବିଧାନସଭା ମୁଲତବୀ

କରୋନା : ମାର୍ଚ୍ଚ ୩୦ ଯାଏଁ ବିଧାନସଭା ମୁଲତବୀ

#ମାର୍ଚ୍ଚ_୩୦_ଯାଏଁ_ବିଧାନସଭା_ମୁଲତବୀ     ଭୁବନେଶ୍ୱର: କରୋନା ପାଇଁ ମାର୍ଚ୍ଚ ୩୦ ପର୍ଯ୍ୟନ୍ତ ବିଧାନସଭାକୁ ମୁଲତବୀ ଘୋଷଣା କରାଯାଇଛି। ଏନେଇ ଆଜି ବିଧାନସଭାରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ବିଧାନସଭାକୁ ମୁଲତବୀ ଘୋଷଣା କରିଛନ୍ତି।  ବିପର୍ଯ୍ୟୟ ପ୍ରଶମନ ଆଇନ ୨୦୦୫ ଅନୁସାରେ ରାଜ୍ୟ ବିପର୍ଯ୍ୟୟ ଭାବେ କରୋନାକୁ ଘୋଷଣା କରାଯାଇଥିବା ହେତୁ ମାର୍ଚ୍ଚ ୩୦ ଯାଏଁ ବିଧାନସଭା ସ୍ଥଗିତ ରଖିବାକୁ ମୁଖ୍ୟ ସଚେତକ ଗୃହରେ ପ୍ରସ୍ତାବ ଦେଇଥିଲେ। ମୁଖ୍ୟ ସଚେତକଙ୍କ ଏହି ପ୍ରସ୍ତାବକୁ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର […]

Continue Reading