ମା’ ବିରଜାଙ୍କ ଝୁଲଣ ଯାତ୍ରା ଅନୁଷ୍ଠିତ

ମା’ ବିରଜାଙ୍କ ଝୁଲଣ ଯାତ୍ରା ଅନୁଷ୍ଠିତ

#ମା’_ବିରଜାଙ୍କ_ଝୁଲଣ_ଯାତ୍ରା      ଯାଜପୁର:  (ବିଶ୍ବଜିତ ରଣା) ପବିତ୍ର ଦୋଳ ପୂର୍ଣ୍ଣମୀ ଅବସରରେ ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ଝୁଲଣ ଯାତ୍ରା ଅନୁଷ୍ଠିତ ହୋଇଛି। ମା’ଙ୍କ ବିଜେପ୍ରତିମା ଦୋଳମଣ୍ଡପକୁ ଆସିବା ପରେ ସ୍ୱତନ୍ତ୍ର ରୀତିନୀତି ଅନୁଶାରେ ପୂଜାର୍ଚ୍ଚନା କରାଯାଇଛି। ଏହି ଅବସରରେ ମା’ ବିରଜାଙ୍କ ନିକଟରେ ସେବକ ଜ୍ୟୋତ୍ୟିଷଙ୍କ ଦ୍ୱାରା ନୂତନ ବିରଜା ପଞ୍ଜିକା ପାଠ କରାଯାଇଛି। ସେଠାରେ ମା’ଙ୍କ ମୁଖ୍ୟ ପୁରୋଧା ହିମାଂଶୁ ପତିମିଶ୍ରଙ୍କ ତତ୍ୱାବଧାନରେ ପୂଜକମାନଙ୍କ ଦ୍ୱାରା ପୂଜାର୍ଚ୍ଚନା କରାଯିବା ସହିତ ସେବକ ଜ୍ୟୋତ୍ୟିଷ ନୂତନ […]

Continue Reading