ଯାଜପୁରରେ ଗୋଟିଏ ଦିନରେ ୧୭ କରୋନା ଆକ୍ରାନ୍ତ , ଜିଲ୍ଲାରେ ପଜିଟିଭ୍ ସଂଖ୍ୟା ୩୬ ଛୁଇଁଲା

ଯାଜପୁରରେ ଗୋଟିଏ ଦିନରେ ୧୭ କରୋନା ଆକ୍ରାନ୍ତ , ଜିଲ୍ଲାରେ ପଜିଟିଭ୍ ସଂଖ୍ୟା ୩୬ ଛୁଇଁଲା

#ଯାଜପୁରରେ_ଗୋଟିଏ_ଦିନରେ_୧୭_କରୋନା-ଆକ୍ରାନ୍ତ         ଭୁୁବନେଶ୍ୱର  :   ଯାଜପୁରରେ ଆଉ ୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗୁରୁବାର ସକାଳେ ୩ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଏହାକୁ ମିଶାଇ ଏବେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୬କୁ ବୃଦ୍ଧି ପାଇଛି । ଗୋଟିଏ ଦିନରେ ୧୭ ଜଣ ପଜିଟିଭ୍ ଚିହ୍ନଟ ହେବା ପରେ ଜିଲ୍ଲାବାସୀଙ୍କ ଚିନ୍ତା ବଢି ଯାଇଛି । ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ କରାଇ କୁହାଯାଇଛି ଯେ ଆକ୍ରାନ୍ତଙ୍କ […]

Continue Reading