ରାଜ୍ୟ ଅର୍ଥନୀତିକୁ ଗତିଶୀଳ କରିବା ନେଇ ଯୋଜନା ବୋର୍ଡର ଉଚ୍ଚସ୍ତରୀୟ ବୈଠକ

ରାଜ୍ୟ ଅର୍ଥନୀତିକୁ ଗତିଶୀଳ କରିବା ନେଇ ଯୋଜନା ବୋର୍ଡର ଉଚ୍ଚସ୍ତରୀୟ ବୈଠକ

 #ଯୋଜନା_ବୋର୍ଡର_ଉଚ୍ଚସ୍ତରୀୟ_ବୈଠକ      ଭୁବନେଶ୍ୱର : ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଶ୍ରୀ ସଂଜୟ କୁମା ଦାସବର୍ମାଙ୍କ ଅଧ୍ୟକ୍ଷତାରେ କରୋନା ମହାମାରୀ ପରିପ୍ରେକ୍ଷୀରେ ଓ ଏହାର ପରବର୍ତୀ ସମୟରେ ରାଜ୍ୟ ଅର୍ଥନୀତିକୁ ଗତିଶୀଳ କରିବା ନେଇ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଜ୍ୟ ସରକାର କରୋନା ମହାମାରୀର ମୁକାବିଲା କରୁଥିବାବେଳେ ରାଜ୍ୟର ଅର୍ଥନୀତିକୁ ଗତିଶୀଳ କରିବା ନିମନ୍ତେ ·ରୋଟି କ୍ଷେତ୍ର ଉପରେ ବିସ୍ତୃତ ତର୍ଜମା କରି ରିପୋର୍ଟ ରାଜ୍ୟ ସରକାରଙ୍କୁ ପ୍ରଦାନ କରିବା ପାଇଁ […]

Continue Reading