ରଥଯାତ୍ରା ସମ୍ପର୍କରେ ରାଜ୍ୟ ସରକାର ନେବେ ନିଷ୍ପତ୍ତି

ରଥଯାତ୍ରା ସମ୍ପର୍କରେ ରାଜ୍ୟ ସରକାର ନେବେ ନିଷ୍ପତ୍ତି

#ରଥଯାତ୍ରା_ସମ୍ପର୍କରେ_ରାଜ୍ୟ_ସରକାର_ନେବେ_ନିଷ୍ପତ୍ତି                      କଟକ : ପୁରୀ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଆୟୋଜନ ପ୍ରସଂଗରେ ପରିସ୍ଥିତିକୁ ଦେଖି ସରକାର ନିଷ୍ପତ୍ତି ଗ୍ରହଣ କରିବେ। କୋଭିଡ-୧୯କୁ ନେଇ କେନ୍ଦ୍ର ଓ ରାଜ୍ୟ ସରକାର ଜାରି କରିଥିବା ନିୟମାବଳୀ ପାଳନ କରାଯିବା ସହିତ ‌ସେତେବେଳର ସ୍ଥିତି ଦେଖି ସରକାର ନିଷ୍ପତ୍ତି ନେବେ ବୋଲି ହାଇକୋର୍ଟ କହିଛନ୍ତି। ରଥଯାତ୍ରା ଆୟୋଜନ ସ୍ଥଗିତ ରଖିବାକୁ ପ୍ରାର୍ଥନା କରି ଦାୟର ମାମଲାରେ ହାଇକୋର୍ଟ ହସ୍ତକ୍ଷେପ କରିବାକୁ ମନା କରିଛନ୍ତି। ଏଥି ସହିତ ଏ ସଂପର୍କିତ ମାମଲାର ଶୁଣାଣିରେ ହାଇକୋର୍ଟ […]

Continue Reading