ବାତ୍ୟା କ୍ଷୟକ୍ଷତି ସମ୍ପର୍କରେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ରାଷ୍ଟ୍ରପତି

ବାତ୍ୟା କ୍ଷୟକ୍ଷତି ସମ୍ପର୍କରେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ରାଷ୍ଟ୍ରପତି

#ରାଜ୍ୟପାଳ_ଓ_ମୁଖ୍ୟମନ୍ତ୍ରୀଙ୍କ_ସହ_ଆଲୋଚନା_କଲେ_ରାଷ୍ଟ୍ରପତି                  ଭୁବନେଶ୍ୱର  : ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓଡିଶାରେ ବାତ୍ୟା ଅମ୍ଫାନ୍ ଯୋଗୁଁ ହୋଇଥିବା କ୍ଷୟକ୍ଷତି ସମ୍ପର୍କରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା କରିଛନ୍ତି । ବାତ୍ୟା ଜନିତ କ୍ଷୟକ୍ଷତି ଏବଂ ଲୋକଙ୍କ ସୁରକ୍ଷା ପାଇଁ ରାଷ୍ଟ୍ରପତି  ଚିନ୍ତା ପ୍ରକଟ କରିଛନ୍ତି । ଏନେଇ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଆରେ ଟୁଇଟ୍ କରି ସୂଚନା ଦିଆଯାଇଛି । ଏହା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଟୁଇଟ୍ କରି […]

Continue Reading