ବାଲେଶ୍ୱର ଜିଲ୍ଲାରୁ ପୁଣି ଦୁଇ କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟରେ ଆଉ ୪ କରୋନା ଆକ୍ରାନ୍ତ

#ରାଜ୍ୟରେ_ଆଉ_୪_କରୋନା_ଆକ୍ରାନ୍ତ          ଭୁବନେଶ୍ୱର   : ପୁଣି   ରାଜ୍ୟରେ  ୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ୍ କରି  ଏହି ସୂଚନା ଦେଇଛି । ମାତ୍ର ସଂପୃକ୍ତ କରୋନା ଆକ୍ରାନ୍ତ ବ୍ୟକ୍ତିମାନେ କେଉଁ ଅଞ୍ଚଳର ତାହା ସ୍ପଷ୍ଟ କରାଯାଇ ନାହିଁ । ଏଥି ସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୪ରେ ପହଞ୍ଚିଛି ।ଏହା ପୂର୍ବରୁ ଶୁକ୍ରବାର ଦୁଇ ଜଣଙ୍କର ନମୁନା ପରୀକ୍ଷା ପରେ ପଜିଟିଭ୍ ଆସିଥିଲା । ଉଭୟ […]

Continue Reading