ରାଜ୍ୟସଭା ସାଂସଦ ଭାବେ ଶପଥ ନେଲେ ପୂର୍ବତନ ପ୍ରଧାନ ବିଚାରପତି

ରାଜ୍ୟସଭା ସାଂସଦ ଭାବେ ଶପଥ ନେଲେ ପୂର୍ବତନ ପ୍ରଧାନ ବିଚାରପତି

#ରାଜ୍ୟସଭା_ସାଂସଦ_ଭାବେ_ଶପଥ_ନେଲେ_ପୂର୍ବତନ_ପ୍ରଧାନ_ବିଚାରପତି    ମୁମ୍ବାଇ : ସୁପ୍ରିମକୋର୍ଟ ପୂର୍ବତନ ପ୍ରଧାନ ବିଚାରପତି ଜଷ୍ଟିସ ରଞ୍ଜନ ଗୋଗୋଇ ଗୁରୁବାର ରାଜ୍ୟସଭା ସାଂସଦ ଭାବେ ଶପଥ ଗ୍ରହଣ କରିଛନ୍ତି । ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି । ଏହି ସମୟରେ ବିରୋଧୀ ଦଳ ପ୍ରବଳ ହଟ୍ଟଗୋଳ କରିବା ସହ କକ୍ଷତ୍ୟାଗ କରିଥିଲେ । ବିରୋଧୀଙ୍କ ଏହି ଆଚରଣକୁ ସମାଲୋଚନା କରିଛନ୍ତି ଆଇନ ମନ୍ତ୍ରୀ ରବିଶଙ୍କର ପ୍ରସାଦ । ରାଜ୍ୟସଭାରେ ଉପସ୍ଥିତ ଥିବା ଆଇନ ମନ୍ତ୍ରୀ ପ୍ରସାଦ […]

Continue Reading