ଦ୍ୱିତୀୟ ପର୍ଯ୍ୟାୟ ଲକ୍ ଡାଉନ୍ ପାଇଁ ନୂଆ ଗାଇଡ୍ ଲାଇନ୍ ଜାରି କଲା ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ

ଦ୍ୱିତୀୟ ପର୍ଯ୍ୟାୟ ଲକ୍ ଡାଉନ୍ ପାଇଁ ନୂଆ ଗାଇଡ୍ ଲାଇନ୍ ଜାରି କଲା ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ

#ଲକ୍_ଡାଉନ୍_ପାଇଁ_ନୂଆ_ଗାଇଡ୍_ଲାଇନ୍         ନୂଆଦିଲ୍ଲୀ  : କୋଭିଡ-୧୯ ମହାମାରୀକୁ ରୋକିବା ପାଇଁ ଆସନ୍ତା ମାସ ୩ ତାରିଖ ପର୍ଯ୍ୟନ୍ତ ଲକଡାଉନ ଅବଧିକୁ କେନ୍ଦ୍ର ସରକାର ବୃଦ୍ଧି କରିଛନ୍ତି ।ଏନେଇ  କେନ୍ଦ୍ର ସ୍ୱରାଷ୍ଟ୍ର ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଏକୀକୃତ ନିୟମାବଳୀ ଜାରି କରାଯାଇଥିଲା ।ଏହି ନିର୍ଦ୍ଦେଶାବଳୀକୁ ଭିତ୍ତିକରି ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଭାରତ ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟ, ବିଭାଗ ଓ ବିଭିନ୍ନ ରାଜ୍ୟ ତଥା କେନ୍ଦ୍ରଶାସିତ ସରକାର ପାଳନ କରିବାକୁ ଥିବା ସଂଶୋଧିତ ନିୟମାବଳୀ ପୁନଃ ଜାରି କରାଯାଇଛି । ଏହି […]

Continue Reading