ଶନିବାର ସାଢେ ୫ଟାରେ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

ଶନିବାର ସାଢେ ୫ଟାରେ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

#ଶନିବାର_ବନ୍ଦେ_ଉତ୍କଳ_ଜନନୀ_ଗାନ_କରିବାକୁ_ମୁଖ୍ୟମନ୍ତ୍ରୀଙ୍କ_ଆହ୍ୱାନ           ଭୁବନେଶ୍ୱର : କୋଭିଡ ଯୋଦ୍ଧା ମାନଙ୍କୁ ଉତ୍ସାହିତ କରିବା ଏବଂ ସେମାନଙ୍କ ତ୍ୟାଗକୁ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ଆସନ୍ତା ମଇ ୩୦ ତାରିଖ ଶନିବାର ଦିନ ସଂଧ୍ୟା ୫ଟା ୩୦ ସମୟରେ ବନ୍ଦେ ଉତ୍କଳ ଜନନୀ ସଂଗୀତ ଗାନ କରିବାକୁ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆହ୍ୱାନ ଜଣାଇଛନ୍ତି । ଦୁନିଆର ଯେକୌଣସି ସ୍ଥାନରେ ଥିବା ଓଡିଆମାନେ ସାମାଜିକ ଦୂରତା ରକ୍ଷା କରି ବନ୍ଦେ ଉତ୍କଳ ଜନନୀ ସଂଗୀତ ଗାନ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି । ଗୁରୁବାର […]

Continue Reading