ଲକ୍ ଡାଉନ୍ ସମୟରେ ସୁବିଧାରେ କୃଷିଜାତ ସାମଗ୍ରୀର ପରିବହନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ : ଶପଥ କରନ୍ତୁ,ଜରୁରୀ କାମ ନ ଥିଲେ ଘରୁ ବାହାରିବେ ନାହିଁ, ଘୋଷଣା କଲେ ‘ମୋ ଜୀବନ ଯୋଜନା’

#ଶପଥ_କରନ୍ତୁ_ଜରୁରୀ_କାମ_ନ_ଥିଲେ_ଘରୁ_ବାହାରିବେ_ନାହିଁ     ଭୁବନେଶ୍ୱର : ‘କରୋନା’ ମୁକାବିଲା ପାଇଁ ସମଗ୍ର ରାଜ୍ୟରେ ଜାରି ହୋଇଛି ଲକ୍‌ଡାଉନ୍‌। ତେବେ ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତିକୁ କେତେକ ବ୍ୟକ୍ତି ବିଶେଷ ମାନୁନଥିବାରୁ ‘କରୋନା’ ବ୍ୟାପିବାର ଭୟ ସୃଷ୍ଟି ହୋଇଛି। ଯେଉଁଥିପାଇଁ ପିଲାଛୁଆ ଓ ବାପାମାଆଙ୍କ ନାଁରେ ଶପଥ ନେବାକୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏପରିକି ‘କରୋନା’ ମୁକାବିଲା ପାଇଁ ‘ମୋ ଜୀବନ’ ଯୋଜନା ଘୋଷଣା କରିଛନ୍ତି। ରାଜ୍ୟବାସୀଙ୍କୁ ସମ୍ୱୋଧିତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, କରୋନା ଏବେ ଚୀନ ଓ […]

Continue Reading