ଶୁକ୍ରବାର ଭୁବନେଶ୍ୱରରେ ପୂର୍ବାଞ୍ଚଳ ପରିଷଦର ୨୪ତମ ବୈଠକ

ଶୁକ୍ରବାର ଭୁବନେଶ୍ୱରରେ ପୂର୍ବାଞ୍ଚଳ ପରିଷଦର ୨୪ତମ ବୈଠକ

#ଶୁକ୍ରବାର_ଭୁବନେଶ୍ୱରରେ_ପୂର୍ବାଞ୍ଚଳ_ପରିଷଦର_୨୪ତମ_ବୈଠକ    ଭୁବନେଶ୍ୱର : ଓଡ଼ିଶା ସମେତ ବିହାର, ଝାଡଖଣ୍ଡ ଏବଂ ପଶ୍ଚିମବଙ୍ଗକୁ ନେଇ ଗଠିତ ପୂର୍ବାଞ୍ଚଳ ଆଞ୍ଚଳିକ ପରିଷଦର ୨୪ତମ ବୈଠକ ଶୁକ୍ରବାର ଅନୁଷ୍ଠିତ ହେଉଛି। କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ  ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ବୈଠକରେ ଆୟୋଜନକାରୀ ରାଜ୍ୟ ଭାବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଉପାଧ୍ୟକ୍ଷ ଅଛନ୍ତି। ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ସୁଶ୍ରୀ ମମତା ବାନାର୍ଜୀ ଏବଂ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏଥିରେ ଅଂଶଗ୍ରହଣ କରିବେ। ପରିଷଦର […]

Continue Reading