ଶ୍ରୀଜଗନ୍ନାଥ ମନ୍ଦିରର ଜମା ଟଙ୍କା ଫେରାଇ ଆଣିବା ଲାଗି ଦାବି ଜଣାଇଲେ ବିଜେଡି ସାଂସଦ

ଶ୍ରୀଜଗନ୍ନାଥ ମନ୍ଦିରର ଜମା ଟଙ୍କା ଫେରାଇ ଆଣିବା ଲାଗି ଦାବି ଜଣାଇଲେ ବିଜେଡି ସାଂସଦ

#ଶ୍ରୀଜଗନ୍ନାଥ_ମନ୍ଦିରର_ଜମା_ଟଙ୍କା_ଫେରାଇ_ଆଣିବା_ଲାଗି_ଦାବି    ନୂଆଦିଲ୍ଲୀ: ୟେସ୍ ବ୍ୟାଙ୍କରେ ଜମା ଥିବା ଶ୍ରୀଜଗନ୍ନାଥ ମନ୍ଦିରର ୫୪୫ କୋଟି ଟଙ୍କା ଫେରାଇ ଆଣିବା ଲାଗି ବିଜୁ ଜନତା ଦଳ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ବୁଧବାର ବିଜେଡିର ଏକ ସଂସଦୀୟ ପ୍ରତିନିଧି ଦଳ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଭେଟି ଶ୍ରୀଜଗନ୍ନାଥ ମନ୍ଦିରର ଜମା ଟଙ୍କା ଫେରାଇ ଆଣିବା ଲାଗି ଦାବି ଜଣାଇଛନ୍ତି। ବିଜେଡି ସାଂସଦ ପ୍ରସନ୍ନ ଆଚାର୍ଯ୍ୟଙ୍କ ନେତୃତ୍ବରେ ଏକ ୪ ଜଣିଆ ପ୍ରତିନିଧିଦଳ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ସାକ୍ଷାତ କରି  […]

Continue Reading