ସଞ୍ଜୟ ଦାସବର୍ମା ହେଲେ ଯୋଜନା ବୋର୍ଡର ଉପାଧ୍ୟକ୍ଷ

ସଞ୍ଜୟ ଦାସବର୍ମା ହେଲେ ଯୋଜନା ବୋର୍ଡର ଉପାଧ୍ୟକ୍ଷ

#ସଞ୍ଜୟ_ଦାସବର୍ମା_ହେଲେ_ଯୋଜନା_ବୋର୍ଡର_ଉପାଧ୍ୟକ୍ଷ  ଭୁବନେଶ୍ବର: ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସବର୍ମାଙ୍କୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂତନ ଦାୟିତ୍ବ ପ୍ରଦାନ କରିଛନ୍ତି। ସଞ୍ଜୟ ଦାସବର୍ମାଙ୍କୁ ଯୋଜନା ବୋର୍ଡର ଉପାଧ୍ୟକ୍ଷଭାବେ ମନୋନୀତ କରାଯାଇଛି। ସଞ୍ଜୟ ଦାସବର୍ମାଙ୍କୁ ମିଳିବ କ୍ୟାବିନେଟ୍ ପାହ୍ୟା ମନ୍ତ୍ରୀର ମର୍ଯ୍ୟାଦା। ନୂଆ ଦାୟିତ୍ୱ ମିଳିବା ପରେ ସଞ୍ଜୟ ଦାସବର୍ମା କହିଛନ୍ତି ଯେ ଯୋଜନା ବୋର୍ଡକୁ ନୂଆ ରୂପ ଦିଆଯିବ। ସେ ଆହୁରି ମଧ୍ୟ କହିଛନ୍ତି ଯେ ଯୋଜନା ବୋର୍ଡକୁ କିପରି ଅଧିକ କ୍ରିୟାଶୀଳ […]

Continue Reading