ସାଂସଦ ଅପରାଜିତା ଷଡଙ୍ଗୀଙ୍କ ନାମରେ ଥାନାରେ ମାମଲା

ସାଂସଦ ଅପରାଜିତା ଷଡଙ୍ଗୀଙ୍କ ନାମରେ ଥାନାରେ ମାମଲା

#ସାଂସଦ_ଅପରାଜିତା_ଷଡଙ୍ଗୀଙ୍କ_ନାମରେ_ଥାନାରେ_ମାମଲା              ଭୁବନେଶ୍ୱର   : ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀଙ୍କ ନାମରେ ଥାନାରେ ମାମଲା ରୁଜୁ ହୋଇଛି । କୋଭିଡ କଟକଣା ଉଲଂଘନ ଅଭିଯୋଗରେ ଭୁବନେଶ୍ୱର କ୍ୟାପିଟାଲ ଥାନାରେ ସାଂସଦଙ୍କ ନାମରେ ଏତଲା ଦିଆଯାଇଛି । ସାଂସଦ ବାହାରୁ ଭୁବନେଶ୍ୱର ଆସିବା ପରେ କୋଭିଡ କଟକଣାକୁ ନମାନି କର୍ମୀଙ୍କ ସହ ମିଳାମିଶା କରଛନ୍ତି । ସାମାଜିକ ଦୂରତା ପାଳନ କରିନାହାନ୍ତି, ମାସ୍କ ନ ପିନ୍ଧି ଦଳୀୟ କର୍ମୀଙ୍କ ସହ ଜନ୍ମଦିନ ବି ପାଳନ କରିଛନ୍ତି ବୋଲି ଅଭିଯୋଗରେ […]

Continue Reading