ସିନ୍ଧିଆଙ୍କୁ ରାଜ୍ୟସଭା ଟିକେଟ୍ ଦେଲା ବିଜେପି

ସିନ୍ଧିଆଙ୍କୁ ରାଜ୍ୟସଭା ଟିକେଟ୍ ଦେଲା ବିଜେପି

#ସିନ୍ଧିଆଙ୍କୁ_ରାଜ୍ୟସଭା_ଟିକେଟ୍_ଦେଲା_ବିଜେପି     ନୂଆଦିଲ୍ଲୀ: ବିଜେପିରେ ସାମିଲ୍ ହେବାର ଘଣ୍ଟାଏ ପରେ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ରାଜ୍ୟସଭା ଟିକେଟ୍ ଦେଇଛି ବିଜେପି। ସିନ୍ଧିଆଙ୍କ ବ୍ୟତୀତ ହର୍ଷ ଚୌହ୍ୱାନଙ୍କୁ ମଧ୍ୟ ବିଜେପି ରାଜ୍ୟସଭା ପ୍ରାର୍ଥୀ କରିଛି। ମଧ୍ୟପ୍ରଦେଶରେ ତିନୋଟି ଆସନ ପାଇଁ ରାଜ୍ୟସଭା ନିର୍ବାଚନ ହେବ। ବିଜେପି ଓ କଂଗ୍ରେସର ବିଧାୟକଙ୍କ ସଂଖ୍ୟା ଦେଖିଲେ ଉଭୟ ଗୋଟିଏ ଲେଖାଏଁ ଆସନ ଜିତିବା ସ୍ପଷ୍ଟ। ହେଲେ ତୃତୀୟ ଆସନ ପାଇଁ ବିଜେପି-କଂଗ୍ରେସ ମଧ୍ୟରେ ଛକାପଞ୍ଝା ରହିବ। କଂଗ୍ରେସ ସହିତ ୧୮ ବର୍ଷର ସମ୍ପର୍କ ତୁଟାଇ […]

Continue Reading