ଲକ୍ ଡାଉନ୍ ସମୟରେ ସୁବିଧାରେ କୃଷିଜାତ ସାମଗ୍ରୀର ପରିବହନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଲକ୍ ଡାଉନ୍ ସମୟରେ ସୁବିଧାରେ କୃଷିଜାତ ସାମଗ୍ରୀର ପରିବହନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

#ସୁବିଧାରେ_କୃଷିଜାତ_ସାମଗ୍ରୀର_ପରିବହନ_ପାଇଁ_ନିର୍ଦ୍ଦେଶ      ଭୁବନେଶ୍ୱର  : ଲକ୍ ଡାଉନ୍ ସମୟରେ ଚାଷୀମାନେ ସେମାନଙ୍କ ଉତ୍ପାଦିତ ସାମଗ୍ରୀର ପରିବହନ ତଥା କୃଷି କାର୍ଯ୍ୟ କରିବାରେ ଯେପରି କୌଣସି ଅସୁବିଧାର ସମ୍ମୁଖୀନ ନହୁଅନ୍ତି ସେଥିପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୋଲିସ୍ ଡିଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏହାସହ ଏହି ସମୟରେ ପାରିବାରିକ ହିଂସା ଚିନ୍ତାର ବିଷୟ ହୋଇଥିବାରୁ ଅଭ୍ୟାସଗତ ଅପରାଧୀମାନଙ୍କୁ ଚିହ୍ନଟ କରିବା ଏବଂ ଫୋନ୍ କଲ୍ ଜରିଆରେ ଅଭିଯୋଗକାରୀମାନଙ୍କୁ ସହାୟତା ଯୋଗାଇଦେବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ […]

Continue Reading