ସୁସ୍ଥ ହେଲେ ୭୫ କରୋନା ଆକ୍ରାନ୍ତ

ସୁସ୍ଥ ହେଲେ ଆଉ ୪୩ କରୋନା ଆକ୍ରାନ୍ତ

#ସୁସ୍ଥ_ହେଲେ_ଆଉ_୪୩_କରୋନା_ଆକ୍ରାନ୍ତ              ଭୁବନେଶ୍ୱର   :  ରାଜ୍ୟରେ ଆଉ ୪୩ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସୁସ୍ଥ ହୋଇଥିବା ୪୩ଜଣଙ୍କ ମଧ୍ୟରେ ଅନୁଗୁଳରୁ ୧୫ଜଣ, ଗଞ୍ଜାମ, ରାଉରକେଲା ଏବଂ ଯାଜପୁରରୁ ୮ଜଣ ଲେଖାଏଁ ସୁସ୍ଥ ହୋଇଥିବା ବେଳେ ପୁରୀ, କେନ୍ଦ୍ରାପଡା, କଟକ ଏବଂ ବୌଦ୍ଧ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ୪୩୬ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ଜଣାପଡ଼ିଛି । ଏ ନେଇ ସ୍ୱାସ୍ଥ୍ୟ ଓ ପରିବାର […]

Continue Reading