ଯାଜପୁରର ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ

ସୁସ୍ଥ ହେଲେ ଆହୁରି ୫ କରୋନା ଆକ୍ରାନ୍ତ

#ସୁସ୍ଥ_ହେଲେ_ଆହୁରି_୫_କରୋନା_ଆକ୍ରାନ୍ତ       ଭୁବନେଶ୍ୱର  : ରାଜ୍ୟରେ ପୁଣି ୫ ଜଣ କରୋନା ଆକ୍ରାନ୍ତ  ସୁସ୍ଥ ହୋଇଛନ୍ତି। ଏ ସଂପର୍କରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବିଭାଗ ପକ୍ଷରୁ ଟ୍ୱିଟରରେ ଦିଆଯାଇଥିବା ସୂଚନା ଅନୁଯାୟୀ ଏହି ୫ ଜଣଙ୍କୁ ଭୁବନେଶ୍ୱରରୁ ଚିହ୍ନଟ କରାଯାଇଥିଲା।ଟ୍ୱିଟ୍‌ କରାଯିବା ଅବସରରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି, “ଆମେ ଖୁସିର ସହ ଜଣାଇବାକୁ ଚାହୁଁଛୁ ଯେ, ଭୁବନେଶ୍ୱରରୁ ଚିହ୍ନଟ ହୋଇଥିବା ୫ ଜଣ କୋଭିଡ୍‌-୧୯ […]

Continue Reading