୧୩ ଜିଲ୍ଲାରୁ ସୁସ୍ଥ ହେଲେ ୧୨୩ କରୋନା ଆକ୍ରାନ୍ତ

୧୩ ଜିଲ୍ଲାରୁ ସୁସ୍ଥ ହେଲେ ୧୨୩ କରୋନା ଆକ୍ରାନ୍ତ

 #ସୁସ୍ଥ_ହେଲେ_୧୨୩_କରୋନା_ଆକ୍ରାନ୍ତ         ଭୁବନେଶ୍ୱର   : ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ୧୨୩ ଜଣ କରୋନା ଆକ୍ରାନ୍ତ ଶୁକ୍ରବାର ସୁସ୍ଥ ହୋଇଛନ୍ତି । ୧୩ ଟି ଜିଲ୍ଲାର ଏହି ଆକ୍ରାନ୍ତ ମାନେ ସୁସ୍ଥ ହେବା ପରେ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି । ଏଥିସହ ରାଜ୍ୟରେ ମୋଟ ସୁସ୍ଥଙ୍କ ସଂଖ୍ୟା ୧୬୦୪କୁ ବୃଦ୍ଧି ପାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ଟୁଇଟ୍ କରି ସୂଚନା ଦିଆଯାଇଛି । ସୂଚନା ଅନୁଯାୟୀ […]

Continue Reading