ଗୋଟିଏ ଦିନରେ ସୁସ୍ଥ ହେଲେ ୧୭୮ କରୋନା ଆକ୍ରାନ୍ତ

ଗୋଟିଏ ଦିନରେ ସୁସ୍ଥ ହେଲେ ୧୭୮ କରୋନା ଆକ୍ରାନ୍ତ

#ସୁସ୍ଥ_ହେଲେ_୧୭୮_କରୋନା_ଆକ୍ରାନ୍ତ             ଭୁବନେଶ୍ୱର  :  ରାଜ୍ୟରେ ରବିବାର ଦିନ ଗୋଟିଏ ଦିନରେ ସର୍ବାଧିକ ୧୭୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ୧୮ ଟି ଜିଲ୍ଲାରୁ ସୁସ୍ଥ ହୋଇଥିବା ଏହି ୧୭୮ ଜଣଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ୧୮୯୪ ଜଣ ସୁସ୍ଥ ହୋଇଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ କରି ଏହି ସୂଚନା ଦିଆଯାଇଛି । ସୁସ୍ଥ ବ୍ୟକ୍ତିମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାର ସର୍ବାଧିକ ୩୯ ଜଣ ଆକ୍ରାନ୍ତ ରହିଛନ୍ତି […]

Continue Reading