କଦେଶରେ ଗୋଟିଏ ଦିନରେ ସଂକ୍ରମଣ ସଂଖ୍ୟା ୮, ୩୯୨

ସୁସ୍ଥ ହେଲେ ୯୦ ଜଣ କରୋନା ରୋଗୀ

#ସୁସ୍ଥ_ହେଲେ_୯୦_ଜଣ_କରୋନା_ରୋଗୀ            ଭୁବନେଶ୍ୱର  :  ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ୯ଟି ଜିଲ୍ଲାର ୯୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଲୋକଙ୍କର ସଂଖ୍ୟା ୯୭୭ରେ ପହଂଚିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି । ସୂଚନା ଅନୁସାରେ ଜଗତସିଂହପୁର ଜିଲ୍ଲାରୁ ସର୍ବାଧିକ ୨୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିପରି […]

Continue Reading