ଆସନ୍ତା ବର୍ଷରୁ ସ୍କୁଲ ପାଠ୍ୟକ୍ରମରେ ସାମିଲ ହେବ ବନ୍ଦେ ଉତ୍କଳ ଜନନୀ

ଆସନ୍ତା ବର୍ଷରୁ ସ୍କୁଲ ପାଠ୍ୟକ୍ରମରେ ସାମିଲ ହେବ ବନ୍ଦେ ଉତ୍କଳ ଜନନୀ

 #ସ୍କୁଲ_ପାଠ୍ୟକ୍ରମରେ_ସାମିଲ_ହେବ_ବନ୍ଦେ_ଉତ୍କଳ_ଜନନୀ             ଭୁବନେଶ୍ୱର  : ଆସନ୍ତାବର୍ଷରୁ ସ୍କୁଲ ପାଠ୍ୟକ୍ରମରେ ବନ୍ଦେ ଉକ୍ରଳ ଜନନୀ ସ୍ଥାନ ପାଇବ । ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ସୂଚନା ଦେଇଛନ୍ତି । ବନ୍ଦେ ଉତ୍କଳ ଜନନୀ ପାଠ୍ୟକ୍ରମରେ ସାମିଲ ହେବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖି ମନ୍ତ୍ରୀ ଶ୍ରୀ ଦାଶ କହିଛନ୍ତି ଯେ ଚଳିତ ଶିକ୍ଷାବର୍ଷ ପାଇଁ ବହି ବଣ୍ଟା ହୋଇ ସାରିଛି । ରାଜ୍ୟସଙ୍ଗୀତ ନେଇ ବିଜ୍ଞପ୍ତି ପ୍ରକାଶ ପରେ ବିଭାଗ ପଦକ୍ଷେପ ନେବ […]

Continue Reading