ସ୍ୱାସ୍ଥ୍ୟ ଅଧିକାରୀ ଓ କର୍ମଚାରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

#ସ୍ୱାସ୍ଥ୍ୟ_ଅଧିକାରୀ_ଓ_କର୍ମଚାରୀଙ୍କ_ଧନ୍ୟବାଦ_ଜଣାଇଲେ_ମୁଖ୍ୟମନ୍ତ୍ରୀ      ଭୁବନେଶ୍ୱର  : କରୋନା ଭାଇରସ୍ ବା କୋଭିଡ୍ -୧୯ ସଂକ୍ରମଣକୁ ରୋକିବାପାଇଁ ରାଜ୍ୟ ସରକାରଙ୍କ ଦ୍ୱାରା ସମସ୍ତ ଧର୍ମାନୁଷ୍ଠାନ ପାଇଁ ଜାରି କରାଯାଇଥିବା ମାର୍ଗଦର୍ଶିକାକୁ ଶୃଙ୍ଖଳାର ସହ ଅନୁପାଳନ କରିଥିବାରୁ ଧର୍ମାନୁଷ୍ଠାନମାନଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆନ୍ତରିକ କୃତଜ୍ଞତା ଜଣାଇଛନ୍ତି । ସେହିପରି ଏହି ସମୟରେ ଅହର୍ନିଶ କାର୍ଯ୍ୟରତ ସ୍ୱାସ୍ଥ୍ୟ ଅଧିକାରୀ ଏବଂ ସ୍ୱାସ୍ଥ୍ୟ କର୍ମଚାରୀମାନଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି ବୋଲି ଶୁକ୍ରବାର ଏକ ସାମ୍ବାଦିକ ସମ୍ମିଳନୀରେ କୋଭିଡ୍ -୧୯ ପାଇଁ ରାଜ୍ୟ […]

Continue Reading