ସ୍ନାନ ମଣ୍ଡପରୁ ହାତୀ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜୀଉ

ସ୍ନାନ ମଣ୍ଡପରୁ ହାତୀ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜୀଉ

#ହାତୀ_ବେଶରେ_ଦର୍ଶନ_ଦେଉଛନ୍ତି_ଶ୍ରୀଜୀଉ               ପୁରୀ  :     ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବା ପରେ ବିଶ୍ୱବାସୀଙ୍କୁ ଧଳା ଓ କଳା ହାତୀବେଶରେ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି।  ରଥଯାତ୍ରାର ଆଦ୍ୟପର୍ବ ପବିତ୍ର ଦେବସ୍ନାନ ପୂର୍ଣ୍ଣମୀ ସମ୍ପୂର୍ଣ୍ଣ ନୀତିବିଧି ସହକାରେ ଅନୁଷ୍ଠିତ ହେଉଛି ।  ଆଜି ଗଜପତି ମହାରାଜାଙ୍କ ଅନୁପସ୍ଥିତିରେ ମୁଦିରସ୍ତ ଛେରାପହଁରା କରିବା ପରେ ଶ୍ରୀଜୀଉଙ୍କୁ ହାତୀବେଶରେ ସୁସଜ୍ଜିତ କରାଯାଇଥିଲା । ହାତୀବେଶରେ ସଜ୍ଜିତ ହୋଇ ଝଲସୁଛନ୍ତି ମହାପ୍ରଭୁ । […]

Continue Reading