୧୧ ଜିଲ୍ଲାରେ ସପ୍ତାହକୁ ୨ ଦିନ ସଟ୍ ଡାଉନ୍

୧୧ ଜିଲ୍ଲାରେ ସପ୍ତାହକୁ ୨ ଦିନ ସଟ୍ ଡାଉନ୍

#୧୧_ଜିଲ୍ଲାରେ_ସପ୍ତାହକୁ_୨_ଦିନ_ସଟ୍_ଡାଉନ               ନ୍ଭୁବନେଶ୍ୱର   : ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବାରୁ କଡା କଟକଣା ଜାରି କରିଛନ୍ତି ରାଜ୍ୟ ସରକାର । ଏହି ପରିପ୍ରେକ୍ଷୀରେ ଅଧିକ ସଂକ୍ରମଣ ହୋଇଥିବା ୧୧ ଟି ଜିଲ୍ଲାରେ ସପ୍ତାହକୁ ୨ ଦିନ ସଟ୍ ଡାଉନ୍ କରାଯିବ । ୧୧ ଟି ଜିଲ୍ଲା ଯଥା ଗଞ୍ଜାମ, ପୁରୀ, ନୟାଗଡ, ଖୋର୍ଦ୍ଧା, କେନ୍ଦ୍ରାପଡା, ଭଦ୍ରକ, ବଲାଙ୍ଗୀର, କଟକ, ଜଗତସିଂହପୁର, ଯାଜପୁର ଓ ବାଲେଶ୍ୱର ରେ ସପ୍ତାହାର ଶନିବାର ଓ ରବିବାର ୨ ଦିନ ସଟ୍ […]

Continue Reading