୧୫ ଜିଲ୍ଲାର ୧୪୦ କରୋନା ଆକ୍ରାନ୍ତ ସୁସ୍ଥ

୧୫ ଜିଲ୍ଲାର ୧୪୦ କରୋନା ଆକ୍ରାନ୍ତ ସୁସ୍ଥ

#୧୫_ଜିଲ୍ଲାର_୧୪୦_କରୋନା_ଆକ୍ରାନ୍ତ_ସୁସ୍ଥ            ଭୁବନେଶ୍ୱର  :  ରାଜ୍ୟରେ ମଙ୍ଗଳବାର ଦିନ ୧୪୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ୧୫ ଟି ଜିଲ୍ଲାର ଏହି ୧୪୦ ଜଣ ନୂତନ ସୁସ୍ଥ ବ୍ୟକ୍ତିଙ୍କୁ ମିଶାଇ ରାଜ୍ୟରେ ବର୍ତମାନ ୨୧୩୩ଜଣ ବ୍ୟକ୍ତି କରୋନା ମୁକ୍ତ ହୋଇଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ମଙ୍ଗଳବାର ସୁସ୍ଥ ହୋଇଥିବା ୧୪୦ ଜଣଙ୍କ ମଧ୍ୟରେ କଟକରୁ ୨୪ଜଣ, ଗଞ୍ଜାମରୁ ୨୨ଜଣ, ନୂଆପଡାରୁ ୨୧ଜଣ, ଯାଜପୁରରୁ ୧୧ଜଣ, […]

Continue Reading