ରାଜ୍ୟ ସରକାର ଦେଲେ ୧୭୮୧ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତିପତ୍ର

ରାଜ୍ୟ ସରକାର ଦେଲେ ୧୭୮୧ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତିପତ୍ର

#୧୭୮୧_ଶିକ୍ଷକ_ଶିକ୍ଷୟିତ୍ରୀଙ୍କୁ_ନିଯୁକ୍ତିପତ୍ର     ଭୁବନେଶ୍ୱର: ରାଜ୍ୟ ସରକାର ଆଜି ୧୭୮୧ ଜଣ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି । ନିଯୁକ୍ତି ପାଇଥିବା ଶିକ୍ଷକ-ଶିକ୍ଷୟିତ୍ରୀମାନେମାନେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଥିବା ମାଧ୍ୟମିକ ବିଦ୍ୟାଳୟରେ ପାଠ ପଢ଼ାଇବେ। ଏହି ଅବସରରେ ସ୍ଥାନୀୟ ଜୟଦେବ ଭବନରେ ଆୟୋଜିତ ଓରିଏଣ୍ଟେସନ୍  କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ନବନିଯୁକ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କୁ ନିଯୁକ୍ତି ପତ୍ର ହସ୍ତାନ୍ତର କରିଥିଲେ। ନୂତନ ଭାବେ ନିଯୁକ୍ତି ପାଇଥିବା ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ମାର୍ଚ୍ଚ […]

Continue Reading