୨ ଦିନ ପରେ ମିଳିଲା ନିଖୋଜ ନାବାଳକଙ୍କ ମୃତଦେହ

୨ ଦିନ ପରେ ମିଳିଲା ନିଖୋଜ ନାବାଳକଙ୍କ ମୃତଦେହ

#୨_ଦିନ_ପରେ_ମିଳିଲା_ନିଖୋଜ_ନାବାଳକଙ୍କ_ମୃତଦେହ   ଜଗତସିଂହପୁର(ମହେଶ୍ବର ତ୍ରିପାଠୀ): ଦୁଇ ଦିନ ପରେ ମିଳିଲା ନିଖୋଜ ନାବାଳକଙ୍କ ମୃତଦେହ। ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ଥାନା ଅନ୍ତର୍ଗତ ମହାନଦୀର କୋଟକଣା ଘାଟରେ ଗାଧୋଉଥିବା ବେଳେ ନାବାଳକଜଣକ ଗତ ଗୁରୁବାରଠୁ ନିଖୋଜ ହୋଇଯାଇଥିଲେ। ଏହାପରେ ତାଙ୍କୁ ବହୁ ଖୋଜାଖୋଜି କରାଯାଇଥିଲେ ମଧ୍ୟ କିଛି ପତ୍ତା ମିଳିପାରିନଥିଲା। ଆଜି ସକାଳୁ ପାଣିରେ ମୃତଦେହ ଭାସୁଥିବା ଦେଖି ସ୍ଥାନୀୟଲୋକେ ଉଦ୍ଧାର କରିଥିଲେ। ଉଦ୍ଧାର ହୋଇଥିବା ମୃତଦେହ ନିଖୋଜ ନାବାଳକଙ୍କର ବୋଲି ସୂଚନା ମିଳିଛି। ତାଙ୍କ ନାଁ ରୁଦ୍ର ନାରାୟଣ […]

Continue Reading