କଦେଶରେ ଗୋଟିଏ ଦିନରେ ସଂକ୍ରମଣ ସଂଖ୍ୟା ୮, ୩୯୨

ଦେଶରେ ଗୋଟିଏ ଦିନରେ ସଂକ୍ରମଣ ସଂଖ୍ୟା ୮, ୩୯୨

#ଦେଶରେ_ଗୋଟିଏ_ଦିନରେ_ସଂକ୍ରମଣ_ସଂଖ୍ୟା_୮, ୩୯୨       ନୂଆଦିଲ୍ଲୀ :  ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା ।ଦେଶରେ ଗୋଟିଏ ଦିନରେ ସଂକ୍ରମଣ ସଂଖ୍ୟା ୮, ୩୯୨ହୋଇଛି।  ଏହାକୁ ମିଶାଇ ଦେଶରେ ୧୯୦୫୩୫ ଜଣ କରୋନାଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ତରଫରୁ ସୂଚନା ଦିଆଯାଇଛି । ଆକ୍ରାନ୍ତଙ୍କ ମଧ୍ୟରୁ ୮୬୯୮୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ସେମାନଙ୍କ ମଧ୍ୟରୁ ଜଣେ ଦେଶାନ୍ତର ଯାତ୍ରା କରିଛନ୍ତି । ବାକି ୫୩୯୪ ଜଣ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ […]

Continue Reading