୩ ଦିନ ଯାଏଁ ପ୍ରବଳ ବର୍ଷିବ

୩ ଦିନ ଯାଏଁ ପ୍ରବଳ ବର୍ଷିବ

#୩_ଦିନ_ଯାଏଁ_ପ୍ରବଳ_ବର୍ଷିବ           ଭୁବନେଶ୍ୱର     : ରାଜ୍ୟରେ ସକ୍ରିୟ ମୌସୁମୀ ପ୍ରଭାବରେ ଅଧିକାଂଶ ଜିଲ୍ଲାରେ ବର୍ଷାରେ ଲାଗି ରହିଛି । ଆସନ୍ତା ୩ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ୧୮ ତାରିଖ ଦିନ ଆଭ୍ୟନ୍ତରୀଣ ଓ ଉତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜରେ ପ୍ରବଳ ବର୍ଷା […]

Continue Reading