କରୋନା : ୩ ମାସର ଦରମା ଦାନ କଲେ ମୁଖ୍ୟମନ୍ତ୍ରୀ

#୩_ମାସର_ଦରମା_ଦାନ_କଲେ_ମୁଖ୍ୟମନ୍ତ୍ରୀ    ଭୁବନେଶ୍ବର : କରୋନା ମହାମାରୀକୁ ମୁକାବିଲା କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ୩ ମାସର ଦରମା ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ଦାନ କରିଛନ୍ତି। ସୋମବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁସାରେ ମୁଖ୍ୟମନ୍ତ୍ରୀ ଏହି ବିପର୍ଯ୍ୟୟ ପରିସ୍ଥିତିରେ ନିଜର ୩ ମାସର ଦରମାକୁ  ମୁଖ୍ୟମନ୍ତୀ ରିଲିଫ ଫଣ୍ଡକୁ ଦାନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କୋଭିଡ୍ -୧୯ ସମଗ୍ର ବିଶ୍ୱ ପାଇଁ ଏକ ବିରାଟ ଚ୍ୟାଲେଞ୍ଜ […]

Continue Reading