୮ ପ୍ରସ୍ତାବକୁ କ୍ୟାବିନେଟ ମୋହର

୮ ପ୍ରସ୍ତାବକୁ କ୍ୟାବିନେଟ ମୋହର

#୮-ପ୍ରସ୍ତାବକୁ_କ୍ୟାବିନେଟ_ମୋହର   ଭୁବନେଶ୍ୱର : ପଞ୍ଚାୟତିକୁ ଉଭୟ ଆର୍ଥିକ ଓ ପ୍ରଶାସନିକ କ୍ଷମତା ହସ୍ତାନ୍ତର ସଂକ୍ରାନ୍ତ ଆନ୍ତଃ ମନ୍ତ୍ରିସ୍ତରୀୟ କମିଟି କରିଥିବା ସୁପାରିସକୁ ଆଜି କ୍ୟାବିନେଟ ଅନୁମୋଦନ କରିଛନ୍ତି। ଏହାସହିତ ମୋଟ ୮ଟି ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁର କରିଛନ୍ତି। ଆଜି ସନ୍ଧ୍ୟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଧାନସଭା ଅଧିବେଶନ ଯୋଗୁ କ୍ୟାବିନେଟ ବୈଠକରେ ହୋଇଥିବା ଆଲୋଚନା ସମ୍ପର୍କରେ ଆନୁଷ୍ଠାନିକ ଭାବେ ସୂଚନା ଦିଆଯାଇନାହିଁ। ତେବେ ନିର୍ଭରଯୋଗ୍ୟ ସୂତ୍ରରୁ ମିଳିଥିବା […]

Continue Reading