ବାଲେଶ୍ୱର, ଯାଜପୁର ଓ ଭଦ୍ରକ ଜିଲ୍ଲାରେ ୬୦ଘଣ୍ଟିଆ ସଟ୍ ଡାଉନ୍

ବାଲେଶ୍ୱର, ଯାଜପୁର ଓ ଭଦ୍ରକ ଜିଲ୍ଲାରେ ୬୦ଘଣ୍ଟିଆ ସଟ୍ ଡାଉନ୍

#ବାଲେଶ୍ୱର,_ଯାଜପୁର_ଓ_ଭଦ୍ରକ_ଜିଲ୍ଲାରେ_୬୦_ଘଣ୍ଟିଆ_ସଟ୍_ଡାଉନ୍          ଭୁବନେଶ୍ୱର  :  ବାଲେଶ୍ୱର, ଯାଜପୁର ଓ ଭଦ୍ରକ ଜିଲ୍ଲାରେ ୬୦ଘଂଟିଆ ସଟ୍ ଡାଉନ୍ ଘୋଷଣା କରାଯାଇଛି । ଗୁରୁବାର ରାତି ୧୦ଟାରୁ ୨୬ ତାରିଖ ପୂର୍ବାହ୍ନ ୧୦ଟା ପର୍ଯ୍ୟନ୍ତ ଏହି କଟକଣା ବଳବତର ରହିବ ବୋଲି ଆଜି ରାଜ୍ୟ ମୁଖ୍ୟ ଶାସନ ସଚିବ ଅସୀତ୍ ତ୍ରିପାଠୀ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ବାଲେଶ୍ୱର, ଯାଜପୁର ଓ ଭଦ୍ରକ ଜିଲାରେ ଦିନକୁ ଦିନ କରୋନା ଭୂତାଣୁ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି […]

Continue Reading